Browsing Tag

Senior leader Raghunath Mohanty left BJP

ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି

ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଥିବା କହିଲେ । ବସ୍ତା ବିଧାନସଭା କ୍ଷେତ୍ରରୁ ସେ ୫ଥର ପ୍ରତିନିଧିତ୍ୱ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ । ଏକଦା ସେ ବଧୂ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ ।…