Browsing Tag

seven farmers were burnt

ଜଳିଗଲେ ୭ ଚାଷୀ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ୭ ଚାଷୀ । ଏ ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶ ସତ୍ୟସାଇ ଜିଲ୍ଲାରେ । ଅଟୋରେ ଯିବା ବେଳେ ଏହା ଉପରେ ଉଚ୍ଚକ୍ଷମତା ସଂପନ୍ନ ବିଦ୍ୟୁତ ତାର ପଡ଼ିଥିଲା । ଫଳରେ ସଙ୍ଗେ ସଙ୍ଗେ ଅଟୋଟି ଜଳିଯାଇଥିଲା । ଫଳରେ ଅଟୋରେ ଥିବା ୭ ଜଣ…