ସୋମବାର ଦିନ କରନ୍ତୁ ଏହି ଉପାୟ, ଜୀବନରେ ଭରିଯିବ ଖୁସି
ହିନ୍ଦୁ ଧର୍ମରେ ସପ୍ତାହର ପ୍ରତ୍ୟେକ ଦିନକୁ କୌଣସି ନା କୌଣସି ଦେବା ଦେବୀଙ୍କୁ ସମର୍ପଣ କରାଯାଇଥାଏ। ସୋମବାର ଭଗବାନ ଶିବଙ୍କୁ ପୂଜା କରିବାର ବିଶେଷ ମହତ୍ତ୍ୱ ରହିଛି। ଶିବ ପୁରାଣ ଅନୁଯାୟୀ ସୋମବାର ଦିନ କିଛି ସରଳ ଉପାୟ ଗ୍ରହଣ କରି ଶିବଙ୍କ ଅସୀମ କୃପା ପାଇପାରିବେ। ମାନ୍ୟତା ରହିଛି ଯେ ଏହି…