Browsing Tag

Shock to Mokim; The High Court stayed the sentence of the Vigilance Court in the OHRDC loan scam case

ମୋକିମଙ୍କୁ ଝଟକା; OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ହାଇକୋର୍ଟ

ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । ମୋକିମଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୋକିମ।…