ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । କୋଭିଡ୍ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଖୋଲିବା ନେଇ ସୂଚନା ମିଳିଛି ।
ଶିମିଳିପାଳକୁ ଆସୁଥିବା ପର୍ଯ୍ୟଟକମାନେ କୋଭିଡ୍-୧୯ ନିୟମାବଳୀକୁ ପାଳନ କରିବା ବାଧ୍ୟତାମୂଳକ…