ସିସୋର ଚିଟଫଣ୍ଡ ଠକେଇ ମାମଲା; ବିଜେଡି ନେତା ରବୀନ୍ଦ୍ର ଜେନାଙ୍କୁ ଝଟକା
ସିସୋର ଚିଟଫଣ୍ଡ ଠକେଇ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲା ଚାଲିବ। କୌଣସି ପ୍ରକାରେ ଏହା ରଦ୍ଦ ହୋଇପାରିବ ନାହିଁ। ହାଇକୋର୍ଟ ଆଜି ଏଭଳି ଏକ ରାୟ ଦେବା ପରେ ରବୀନ୍ଦ୍ର ଜେନାଙ୍କ ଅଡୁଆ ବଢିଛି। ଠକେଇ ମାମଲାରେ…