Browsing Tag

sitam das

ବିଜେପିରୁ କଟକର ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସିଏମସି ପାଇଁ ଅଭିନେତା ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ ଭାବରେ ଘୋଷଣା କରିଛି ବିଜେପି । କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ବିଜେପି ପୂର୍ବରୁ କଟକ ମେୟର ପଦବୀ ପାଇଁ କଂଗ୍ରେସ ଗିରିବାଳା ବେହେରାଙ୍କ ନାମ ଘୋଷଣା…