ଶିବଲିଙ୍ଗ କାହିଁକି ପୂଜା କରାଯାଏ ?ଜାଣନ୍ତୁ
ପାରମ୍ପରିକ ଭାରତୀୟ ସମାଜରେ, ମହାଲିଙ୍ଗ ଭଗବାନ ମହାଦେବ (ଶିବ)ଙ୍କର ଶକ୍ତି ଏବଂ ଅସ୍ଫୁଟର ଏକ ପ୍ରତୀକ ଅଟେ । ମହା ଶିବଲିଙ୍ଗର ଅର୍ଥ ହେଉଛି ଭଗବାନ ଶିବ (ମହାଦେବ)ଙ୍କ ଆଦି-ଅନାଦୀ ସ୍ୱରୂପ । ଶୂନ୍ୟ, ଆକାଶ, ଅନନ୍ତ ବ୍ରହ୍ମାଣ୍ଡ ଏବଂ ନିରାକାର ପରମ ପୁରୁଷଙ୍କ ପ୍ରତୀକ ହୋଇଥିବାରୁ ଏହାକୁ ଲିଙ୍ଗ…