୫ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭୁବନେଶ୍ୱରରୁ ବିପୁଳ ପରିମାଣର ଜବତ ହେଲା ବ୍ରାଉନ ସୁଗାର । ୫ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ ହେବା ସହ ୩ ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି ଏସଟିଏଫ ଟିମ୍ ।
ଗିରଫ ତିନି ଜଣଙ୍କ ମଧ୍ୟରୁ ୨ ଜଣ ତମାଣ୍ଡୋ ଅଞ୍ଚଳର ହୋଇଥିବା ବେଳେ ଜଣେ…