ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ରାତି ୧ଟାରୁ ପହଣ୍ଡି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶ୍ରୀଜିଉଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ନୀତିନର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଆଗାମୀ ଜୁନ ୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସ୍ନାନଯାତ୍ରା ମଧ୍ୟରାତ୍ରରୁ ଆରମ୍ଭ ହୋଇ ତାପରଦିନ ସନ୍ଧ୍ୟା ପୂର୍ବରୁ ଶେଷ ହେବ। ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାରଙ୍କ…