Browsing Tag

soa

ସୋଆ ପକ୍ଷରୁ ମେକାନିକାଲ୍ ଇଞ୍ଜିନିୟରିଂର ନୂତନ କ୍ଷେତ୍ର ସମ୍ପର୍କିତ ଆଲୋଚନା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମେକାନିକାଲ୍ ଇଞ୍ଜିନିୟରିଂ କ୍ଷେତ୍ରର ନୂତନ ଦିଗ ଯେପରିକି ଆଡଭାନ୍ସଡ ମାଟେରିଆଲ୍ ସାଇନ୍ସ ଇଞ୍ଜିନିୟରିଂ, ଆଡଭାନ୍ସମେଂଟ ଇନ୍ ସ୍ମାର୍ଟ ମାନୁଫ୍ୟାକ୍‌ଚରିଂ ଏବଂ ଆପ୍ଲିକେସନ୍ ଇନ୍ ଇଣ୍ଡଷ୍ଟ୍ରିଆଲ୍ ରୋବୋଟିକ୍ସ ସମ୍ପର୍କରେ ଆଲୋଚନା ନିମନ୍ତେ ଶିକ୍ଷା ଓ…

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନୀରବରେ ସହିଯାଏ କଷ୍ଟ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍…

ସମ୍‌ରେ ବୁଧବାର ଠାରୁ ଦୁଇ ଦିନିଆ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଜୋନାଲ୍ ଟାସ୍କ ଫୋର୍ସ ବୈଠକ ଆରମ୍ଭ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବାଂଚଳ ନିମନ୍ତେ ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମର ଦୁଇ ଦିନିଆ ଜୋନାଲ୍ ଟାକ୍ସଫୋର୍ସ ବୈଠକ ଆସନ୍ତା ୧୮ ଓ ୧୯ ତାରିଖ ଦୁଇ ଦିନ ଧରି ଇନ୍‌ଷ୍ଟିୁଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ଆୟୋଜିତ ହେବ । ଦେଶରେ ଟିବି ଭଳି…

ସୋଆକୁ ନୂଆଦିଲ୍ଲୀରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଆୟୋଜିତ ଏଚ୍‌ଆର୍ ଇଣ୍ଡିଆ ନ୍ୟାସ୍‌ନାଲ୍ ଏଚ୍‌ଆର୍ କନ୍‌ଫରେନ୍ସରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ କରାଯାଇଛି । ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୋଆ…

ସୋଆରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ୧୦ ଦିନିଆ ସମର୍‌କ୍ୟାମ୍ପ ଉଦ୍‌ଜାପିତ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ୧୦ ଦିନିଆ ସମର କ୍ୟାମ୍ପ ରବିବାର ଉଦ୍‌ଯାପିତ ହୋଇଯାଇଛି । ମେ ୫ ତାରିଖରେ…

ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ବିଶ୍ୱବିଦ୍ୟାଳୟ: ସୋଆ ଉପସଭାପତି

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ…

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମ…

ସୋଆ କୃଷି ବିଜ୍ଞାନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସ୍ଥାନରେ ବିଶ୍ୱ ମୃତିକା ଦିବସ ପାଳିତ

ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସୋମବାର ଦିନ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ବିଶ୍ୱ ମୃତିକା ଦିବସ’ ପାଳିତ ହୋଇଛି ।…

ଭାରତ ଏବଂ ତାଇୱାନ୍ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସହଭାଗିତା ନେଇ ଆଗ୍ରହୀ ତାଇୱାନ୍‌

ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୁଗ୍ମ ଡିଗ୍ରୀ ପ୍ରୋଗ୍ରାମ୍ ସହିତ ତାଇୱାନ୍ କମ୍ପାନୀଗୁଡ଼ିକରେ ନିଯୁକ୍ତି ନିମନ୍ତେ ସୋଆ ଛାତ୍ରଛାତ୍ରୀମାନଙ୍କୁ ମାଣ୍ଡାରିନ୍ ଶିକ୍ଷା ପ୍ରଦାନ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ସହଭାଗିତା କରିବା ପାଇଁ ତାଇୱାନ୍ ଇଚ୍ଛା ପ୍ରକାଶ କରିଛି ।…