Browsing Tag

soa news

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ଶ୍ରୀ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ସମ୍ବଦ୍ଧି ର୍ତ କରାଯାଇଛି । ଚଳିତ ବର୍ଷ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୦ ନିମନ୍ତେ ଶ୍ରୀ ଦେଓଙ୍କ ଦ୍ୱାରା ଲିଖିତ…

ସୋଆ: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

ଭୁବନେଶ୍ୱର: ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର…

ସୋଆ ଅନେକ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ମଧ୍ୟ ଉଭୟ ଶିକ୍ଷା ପ୍ରଦାନ ତଥା ଗବେଷଣା କ୍ଷେତ୍ରରେ ନିରନ୍ତର…

ସୋଆର ସ୍ଥାପନା ଦିବସ ଅବସରରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ) ମନୋଜରଞ୍ଜନ ନାୟକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ସେ କହିଛନ୍ତି ଯେ, କୌଣସି ସ୍ୱପ୍ନ କେବେ ଯାଦୁବିଦ୍ୟା ଦ୍ୱାରା ସଂପାଦିତ ହୁଏନାହିଁ । ଏଥିପାଇଁ ସ୍ୱେଦ ଲୁହ ଢାଳି ନିଷ୍ଠାର ସହ କଠିନ ପରିଶ୍ରମ କରିବାକୁ ପଡେ । ଏହି…

ସୋଆ ଫଟୋଗ୍ରାଫି କ୍ଲବ୍ ପକ୍ଷରୁ କର୍ମଶାଳା ଆୟୋଜନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫଟୋଗ୍ରାଫି କ୍ଲବ୍ ପକ୍ଷରୁ ସୋମବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସୋଅ।। ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ଏ ଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଏହି କର୍ମଶାଳାର ଆୟୋଜନ କରାଯାଇଥିବା ବେଳେ ନିକନ୍ ଇଣ୍ଡିଆ…

ବ୍ଲୁ ଫ୍ଲାଗ୍ ମାନ୍ୟତା ଓ ଗ୍ଲାମ୍ପିଂ ଦ୍ୱାରା ଓଡ଼ିଶା ପର୍ଯ୍ୟଟନର ମାନ ବୃଦ୍ଧି ହେବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ଉପକୂଳରେ ପୁରୀ ବ୍ୟତୀତ ଆଉ ୫ଟି ସମୁଦ୍ରକୂଳକୁ ବ୍ଲୁ ଫ୍ଲାଗ୍ ମାନ୍ୟତା ତଥା ଗ୍ଲାମ୍ପିଂ ଯୋଜନା ଦ୍ୱାରା ଓଡ଼ିଶାର ପର୍ଯ୍ୟଟନ ଶିଳ୍ପର ମାନ ବୃଦ୍ଧି ପାଇବ ବୋଲି ରାଜ୍ୟ ସରକାରଙ୍କର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଓଡ଼ିଶା ପର୍ଯ୍ୟଟନ ନୀତି ୨୦୧୬ରେ ଏହି…

କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି ରେଡିଓର ସଚେତନତା କାର୍ଯ୍ୟକ୍ରମ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି। ୟୁନିସେଫ୍‌ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ…

ସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ…

କୋଭିଡ ଯୁଦ୍ଧରେ ଅବଦାନ ନିମନ୍ତେ ସୋଆ ଜାତୀୟ ସ୍ତରରେ ସମ୍ମାନିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଦେଶର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ “ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର” ରେ ସମ୍ମାନିତ କରାଯାଇଛି।…

ତୁଳସୀ ପତ୍ରର ମାନବୃଦ୍ଧି ଏବଂ ଜୈବିକ ଚାଷ ନେଇ ସୋଆରେ ଗବେଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଠାକୁର ପୂଜା ଏବଂ ଧାର୍ମିକ କାର୍ଯ୍ୟରେ ବ୍ୟବହାର ହେଉଥିବା ପବିତ୍ର ତୁଳସୀପତ୍ର ମନୁଷ୍ୟ ଜାତିର ଜୀବନ ରକ୍ଷାକାରୀ ମଧ୍ୟ ହୋଇପାରେ। ସାରା ବିଶ୍ୱକୁ କବଳିତ କରିଥିବା କରୋନା ମହାମାରୀର ମୁକାବିଲା ପାଇଁ ସହାୟକ ହୋଇପାରେ ତୁଳସୀ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା…

ବିଶ୍ୱ କଲ୍ୟାଣ ନିମନ୍ତେ ନାଗରିକ ସୃଷ୍ଟି କରିବା ହିଁ ମୂଳ ଲକ୍ଷ୍ୟ: ସୋଆ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଶିକ୍ଷା ଓ ଅନୁସନ୍ଧାନ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟର ଏକ ନମ୍ର ଅୟମାରମ୍ଭ ହୋଇଥିଲା । ଏହି ସମୟ ମଧ୍ୟରେ ସୋଆ ନାମରେ ବେଶ ପରିଚିତ ହୋଇଥିବା ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ…