Browsing Tag

soa university

ଶିକ୍ଷା ଓ ଅନୁସନ୍ଧାନ – ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଗରେ: ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି…

‘ସୋଆ’ ଦେଶର ଶ୍ରେଷ୍ଠ ଭରସାଯୋଗ୍ୟ ବିଶ୍ୱବିଦ୍ୟାଳୟ, ଭାବେ ସମ୍ମାନିତ

ଭୁବନେଶ୍ୱର : ଗୁଣବତ୍ତା ଶିକ୍ଷା କ୍ଷେତ୍ରରେ ଦେଶର ସବୁଠାରୁ ଭରସାଯୋଗ୍ୟ ବିଶ୍ୱବିଦ୍ୟାଳୟ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନିତ କରାଯାଇଛି । ନୂଆଦିଲ୍ଲୀଠାରେ “ଦ ଗୋଲ୍ଡେନ୍‌ ଷ୍ଟାର ଆଇକନ୍‌ ଆୱାଡ୍‌ର୍ସ’ କାର୍ଯ୍ୟକ୍ରମରେ ‘ସୋଆ’କୁ “ମୋଷ୍ଟ ଟ୍ରଷ୍ଟେଡ୍‌ ୟୁନିଭର୍ସିଟି ଫର…

‘ୱିମେନ୍ ଅଫ୍ ସବ୍‌ଷ୍ଟାନ୍ସ’ ଟାଇଟଲ୍ ହାସଲ କଲେ ସୋଆ ଫ୍ୟାକଲ୍ଟି

ଭୁବନେଶ୍ୱର : ମୁମ୍ବାଇ ଠାରେ ନିକଟରେ ଅନୁଷ୍ଠିତ ‘ଇଣ୍ଟରନ୍ୟାସ୍ନାଲ୍ ଗ୍ଲାମ୍ ଆଇକନ୍ ୨୦୨୨’ ପ୍ରତିଯୋଗିତାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଶ୍ରୀମତି ମନୀଷା ପ୍ରହରାଜ ‘ୱିମେନ୍ ଅଫ୍ ସବ୍ଷ୍ଟାନ୍ସ’ କ୍ରାଉନ୍ରେ ଭୂଷିତ ହୋଇଛନ୍ତି । ସମ୍ ନର୍ସିଂ କଲେଜର ଆସିଷ୍ଟାଂଟ ପ୍ରଫେସର…

ଓଡ଼ିଶା ପରିବେଶ କଂଗ୍ରେସରେ ସୋଆ ପକ୍ଷରୁ ଚିତ୍ରଶିଳ୍ପୀ ସୁଧାକର ବିଶ୍ୱାଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଆୟୋଜିତ ଓଡ଼ିଶା ପରିବେଶ କଂଗ୍ରେସ୍ –୨୦୨୨ ଅବସରରେ ଚିତ୍ରଶିଳ୍ପୀ ସୁଧାକର ବିଶ୍ୱାଳଙ୍କୁ “ପରିବେଶ ଓ ବନ୍ୟପ୍ରାଣୀ” ପୁସ୍ତକ ଡିଜାଇନିଂ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି…

ସୋଆରେ ପ୍ରାକ୍ ଆନ୍ତର୍ଜାତିକ ଯୋଗ ଦିବସ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଏନ୍ଏସ୍ଏସ୍ ପକ୍ଷରୁ ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ ‘କାଉଣ୍ଟ ଡାଉନ୍ ଟୁ ଆଇୱାଇଡି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ‘ଯୋଗ-ଏକ ପରିଚୟ’ ଉପରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର…

ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଣ୍ଟ୍ରପ୍ରିନ୍ୟୁରସିପ୍ କାଉନ୍ସିଲ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ଉଦ୍ୟୋଗୀ ମେଳା ଅବସରରେ ସୋଆକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ସୋଆ…

ସୋଆରେ ବିଶ୍ୱ ପୃଥିବୀ ଦିବସ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ(ସୋଆ)ରେ ଗତ ୨୨ତାରିଖରେ ‘ବିଶ୍ୱ ପୃଥିବୀ ଦିବସ' ପାଳିତ ହୋଇଯାଇଛି । ଏହି ଦିବସରେ ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଆଲୋଚନାଚକ୍ରରେ ସୋଆର ପୂର୍ବତନ କୁଳପତି ତଥା ଚିଫ୍…

ସୋଆ ପ୍ରଫେସରଙ୍କ ଅକାଳ ବିୟୋଗ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରଫେସର ମାନସ ରଞ୍ଜନ ଦାସଙ୍କ ଅକାଳ ବିୟୋଗ ଘଟିଛି । ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର ସିଭିଲ୍ ଇିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର ଦାସଙ୍କ ସୋମବାର ସକାଳେ ହୃଦ୍ଘାତ ଯୋଗୁଁ ମୃତ୍ୟୁ…

ଗୋଆ କ୍ୟୁଏସ୍ କନ୍‌କ୍ଲେଭ୍‌ରେ ସୋଆର ଯୋଗଦାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାତିସଂଘର ଉପଯୁକ୍ତ ବିକାଶ ଲକ୍ଷ୍ୟ (ସସ୍‌ଟେନେବଲ୍‌ ଡେଭେଲପ୍‌ମେଣ୍ଟ ଗୋଲ୍‌ସ) ହାସଲ କରିବା ଦିଗରେ ଉନ୍ନତ ଓ ଉତ୍ତମ କାର୍ଯ୍ୟଶୈଳୀ ନେଇ ଗୋଆଠାରେ ଏକ ୩ ଦିନିଆ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏଥିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ସହ ଦେଶର…

ପ୍ରଫେସର ଡିପି ରାୟ ସୋଆର ନୂତନ ଚାନ୍ସଲର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ କୃଷି ବିଜ୍ଞାନୀ ପ୍ରଫେସର (ଡ଼ଃ ) ଦେବୀ ପ୍ରସାଦ ରାୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ଡିମ୍ଡ ବିଶ୍ୱବିଦ୍ୟାଳୟ ର ନୂତନ ଚାନ୍ସଲର ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି | ସୋଆ ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକ ଙ୍କ…