୧୫ ବର୍ଷରେ ସୋଆ : ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି…