Browsing Tag

soa university

ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ପ୍ରଫେସର ଗଙ୍ଗାଧର ସାହୁ ସୋଆର ପ୍ରୋ ଭାଇସ ଚାନ୍ସେଲର ନିଯୁକ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଓ ପ୍ରଫେସର ଗଙ୍ଗାଧର ସାହୁ ଙ୍କୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପ୍ରୋ- ଭାଇସ ଚାନ୍ସେଲର ଭାବେ ନିଯୁକ୍ତ କରାଯାଇଛି।ପ୍ରଫେସର ପ୍ରଧାନ ବର୍ତ୍ତମାନ ବିଶ୍ଵବିଦ୍ୟାଳୟର ରେଜିଷ୍ଟ୍ରାର ଭାବେ କାର୍ଯ୍ୟ କରୁଥିଲା ବେଳେ ପ୍ରଫେସର…

ସୋଆର ୨୫ ବର୍ଷ ପୂର୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

ଭୁବନେଶ୍ୱର, ୨୪/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୫ ବର୍ଷ ପୂର୍ତୀ ଅବସରରେ ଏକ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି । ୫ ଟଙ୍କା ମୂଲ୍ୟର ଏହି ଡାକ ଟିକଟରେ ଉଭୟ ସୋଆର ଲୋଗୋ…

ICSI ଓ SOA ମଧ୍ୟରେ MOU ସ୍ୱାକ୍ଷରିତ, ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ଉନ୍ନତିରେ ହେବ ସହାୟକ

ଭୁବନେଶ୍ୱର ୧୨।୧୨: ଦ ଇନଷ୍ଟିଚ୍ୟୁଟ ଅଫ କମ୍ପାନୀ ସେକ୍ରେଟେରୀଜ ଅଫ ଇଣ୍ଡିଆ ଓ ଶିକ୍ଷା ଓ ଅନୁସନ୍ଧାନ ସହ ଏମଓୟୁ ସ୍ୱାକ୍ଷର । ଭାରତୀୟ କମ୍ପାନୀ ସଚିବ ସଂସ୍ଥାନର କର୍ମକର୍ତ୍ତା, ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷା ଓ ଅନୁସନ୍ଧାନର ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଏମଓୟୁ ସ୍ଵାକ୍ଷର…

ବିଶ୍ୱ ଶିଶୁ ଦିବସରେ ରେଡିଓ ଜକିଙ୍କ ଭୂମିକା ନିଭାଇଲେ ଶିଶୁ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଶନିବାର ବିଶ୍ୱ ଶିଶୁ ଦିବସ ପାଳନ ଅବସରରେ ଶିଶୁମାନେ ବିଭିନ୍ନ ପ୍ରଶ୍ନ ପଚାରିବା ଓ ଆଲୋଚନାରେ ଭାଗ ନେଇ ଗୋଟିଏ ଦିନ ପାଇଁ ରେଡିଓ ଜକିଙ୍କ ଭୂମିକା ନିଭାଇଛନ୍ତି । ଭୁବନେଶ୍ୱର ସ୍ଥିତ ଗାଇଡାନ୍ସ…

କୋଭିଡ୍ ଓ ମଧୁମେହ ଗୋଟିଏ ଖଣ୍ଡାର ଦୁଇଟି ଧାର: ବିଶେଷଜ୍ଞ ସମ୍ ହସ୍ପିଟାଲ୍‌ରେ ବିଶ୍ୱ ମଧୁମେହ ଦିବସ ପାଳିତ

ଭୁବନେଶ୍ୱର, ୧୫/୧୧: କୋଭିଡ୍ ମହାମାରୀ ଗତ ଦୁଇ ବର୍ଷ ଧରି ସାରା ବିଶ୍ୱକୁ ଆକ୍ରାନ୍ତ କରି ରଖିଥିବା ବେଳେ ମଧୁମେହ ରୋଗକୁ ନେଇ ବିଶେଷଜ୍ଞମାନେ ଉଦ୍‌ବେଗଜଜନକ ତଥ୍ୟ ପ୍ରକାଶ କରିଛନ୍ତି । ମଧୁମେହ ରୋଗ ଥିବା ବ୍ୟକ୍ତିଙ୍କୁ କୋଭିଡ୍‌-୧୯ ଅଧିକ ଆକ୍ରାନ୍ତ କରୁଥିବାର ଲକ୍ଷ୍ୟ କରାଯାଇଥିବା ବେଳେ…

କକ୍ରେନ୍ ଇଣ୍ଡିଆ ନେଟୱାର୍କ ସହ ଯୋଡି ହେଲା ସୋଆ

ଭୁବନେଶ୍ୱର, ୨୯/୧୦: ଭାରତରେ କକ୍ରେନ୍ ଇଣ୍ଡିଆ ନେଟୱାର୍କ (ସିଆଇଏନ୍‌)କାର୍ଯ୍ୟକାରୀ ହେବା ସହିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍ (ଆଇଡିଏସ୍‌) ଏଥିରେ ଏକ ଆଫିଲିଏଟ୍ ସେଂଟର୍ ଭାବେ ଯୋଡି ହୋଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅଧିକ…

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩ ଜଣ ଗବେଷକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ବୈଜ୍ଞାନିକମାନଙ୍କ ତାଲିକାରେ…

ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍ : ଓଡ଼ିଶାରେ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମାନ୍ୟତା ବଜାୟ ରଖିଲା ସୋଆ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନୀତ ହୋଇ ବଜାୟ ରଖି ଓଡ଼ିଶାର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ନିଜ ସ୍ଥାନ ବଜାୟ ରଖିଛି ଶିକ୍ଷା ଓ ଅନୁସନ୍ଧାନ । ଗୁରୁବାର ବିଭିନ୍ନ ବର୍ଗର ଶିକ୍ଷାନୁଷ୍ଠାନକୁ ନେଇ ନ୍ୟାସନାଲ୍ ଇନଷ୍ଟିଚ୍ୟୁସନାଲ୍ ର‌୍ୟାଙ୍କିଙ୍ଗ୍…

ସୋଆରେ ଏଆଇସିଟିଇ ପ୍ରାୟୋଜିତ କ୍ଲିନିକାଲ୍ ଟ୍ରାଏଲ୍‌ସ୍‌କୁ ନେଇ ସ୍ୱଳ୍ପକାଳୀନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୋଭିଡ୍ ମହାମାରୀ ଓ ଏହାର ଭାଇରସ୍‌କୁ ପ୍ରତିହିତ କରିବା ନିମନ୍ତେ ବିଭିନ୍ନ ଟୀକାର ଅଗ୍ରଗତିକୁ ନେଇ “କ୍ଲିନିକାଲ୍ ଟ୍ରାଏଲ୍ସ-ପ୍ରୋସିଡିଓର୍‌, ଡିଜାଇନ୍ ଆଣ୍ଡ ଇଂଟର୍‌ପ୍ରିଟେସନ୍ ଅଫ୍ ରିଜଲଟ୍ସ”ଶୀର୍ଷକ ଏକ ସପ୍ତାହବ୍ୟାପୀ…

ସୋଆରେ ଜାତୀୟ ପୋଷଣ ଦିବସ ପାଳନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ମଧ୍ୟ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଖାଦ୍ୟ ଓ ପୋଷଣ ବିଭାଗ ପକ୍ଷରୁ ଜାତୀୟ ପୋଷଣ ମାସ ପାଳନ କରାଯାଇଛି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଖାଦ୍ୟ ଓ…