ଚିକିତ୍ସା କ୍ଷେତ୍ରରେ ସୋଆ ଗବେଷକଙ୍କ ଅଭିନବ ସୂତ୍ରର ଉଦ୍ଭାବନ, ନ୍ୟାସ୍ନାଲ୍ ରିସର୍ଚ୍ଚ ଡେଭଲପ୍ମେଂଟ କର୍ପୋରେସନ୍…
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗବେଷଣା ଦ୍ୱାରା ଜଟିଳ ସ୍ୱାସ୍ଥ୍ୟଗତ ସମସ୍ୟାର ନିରାକରଣ ନିମନ୍ତେ ସରଳ, ବ୍ୟୟସାପେକ୍ଷ ଏବଂ ଅଭିନବ ଫାର୍ମାସ୍ୟୁଟିକାଲ୍ ସୂତ୍ରର ଉଦ୍ଭାବନ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗବେଷକ । ଏହି ଫର୍ମୁଲେସନ୍ଗୁଡ଼ିକ ଜନସାଧାରଣଙ୍କ ବ୍ୟବହାର ନିମନ୍ତେ…