ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ
ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ବୁଧବାର ଦିଲ୍ଲୀର ଗଙ୍ଗାରାମ୍ ହସ୍ପିଟାଲରେ ସୋନିଆଙ୍କୁ ଭର୍ତ୍ତି କରାଯାଇଛି । ଶ୍ୱାସ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ସୋନିଆଙ୍କ ସହ ଝିଅ ପ୍ରିୟଙ୍କା ଗାନ୍ଧୀ…