ପୋଖରୀରେ ଗାଧେଇବା ମନା, ସେଲୁନ୍ ଓ ବ୍ୟୁଟି ପାର୍ଲର ବନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ଭାଇରସକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସେଲୁନ, ବ୍ୟୁଟି ପାର୍ଲର ଓ ସ୍ପାକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପୋଖରୀ ଅବା ଜଳାଶୟରେ ଗାଧେଇବାକୁ ମଧ୍ୟ ବାରଣ କରାଯାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଗାଇଡଲାଇନ ଅନୁସାରେ, କରୋନା…