Browsing Tag

speaker called all-party meeting

୪ଟା ଯାଏଁ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ତୃତୀୟ ଦିନରେ ବି ଚାଲିପାରୁନି ବିଧାନସଭା । ପ୍ରଥମରୁ ବିରୋଧୀ ବିଜେଡି ବିଧାୟକମାନେ ହୋହାଲ୍ଲା ଆରମ୍ଭ କରିଥିଲେ । ପ୍ରଥମେ ଦିନ ୧୧ଟା ୩୦ଯାଏଁ ଗୃହକୁ ମୁଲତବୀ କରାଯାଇଥିଲେ ବି ଦ୍ୱିତୀୟ ପ୍ରଚେଷ୍ଟାରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖିଲେ…