Browsing Tag

state cabinet meeting

ରାଜ୍ୟ କ୍ୟାବିନେଟ ବୈଠକରେ ୨୭ ଟି ପ୍ରସ୍ତାବରେ ମୋହର;ଯୁବ ଗୋଷ୍ଠୀଙ୍କ ପାଇଁ ନୂଆ ସ୍କିମ ‘ସ୍ୱୟମ’ରେ…

ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଜି ରାଜ୍ୟ କ୍ୟାବିନେଟରେ ମୋଟ ୨୭ ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ତେବେ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଲେଖାଏଁ ଓ ୨ଟି ଝୋଟ ବ୍ୟାଗ୍‌ ମିଳିବ…

କ୍ୟାବିନେଟ୍ ବୈଠକରେ ୧୬ଟି ପ୍ରସ୍ତାବରେ ବାଜିଲା ମୋହର

ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ହେଉ ମୁଣ୍ଡାରି ଭାଷା । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ଅନୁସୂଚିତ ଜାତି, ଜନଜାତି ବିଭାଗର ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି…

ରାଜ୍ୟ କ୍ୟାବିନେଟ୍ ବୈଠକ, ୧୯ ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୯ ପ୍ରସ୍ତାବରେ ବାଜିଲା ମୋହର । ଶୁକ୍ରବାର ପୂର୍ବାହ୍ନ ୧୧ଟା ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ନୂତନ…

ରାଜ୍ୟ କ୍ୟାବିନେଟ୍ର ବୈଠକ ଶେଷ: ୩୨ ପ୍ରସ୍ତାବରେ ଲାଗିଲା ମୋହର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି । ଏହାପରେ ୩୨ ପ୍ରସ୍ତାବକୁ କ୍ୟାବିନେଟ୍ର ଅନୁମୋଦନ ମିଳିଥିବା ଜଣାପଡ଼ିଛି ।

ରାଜ୍ୟ ମନ୍ତ୍ରୀପରିଷଦ ଓ କ୍ୟାବିନେଟ୍‌ ବୈଠକ ଆଜି

ଭୁବନେଶ୍ୱର : ଆଜି ରାଜ୍ୟ ମନ୍ତ୍ରୀପରିଷଦ ଓ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ମନ୍ତ୍ରୀପରିଷଦ ବୈଠକ ପରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଆସନ୍ତା ଆର୍ଥିବ ବର୍ଷ ପାଇଁ ବଜେଟକୁ ମୋହର ମରାଯିବ । ବଜେଟ୍‌କୁ ଅନୁମୋଦନ ସହ ୨୭ଟି…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ବସିବ ବୈଠକ । ଗୋଟିଏ ଦିନକରେ ୩ଟି କ୍ୟାବିନେଟ ବୈଠକ ବସିବ। ସନ୍ଧ୍ୟା ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ ବୋଲି ସ୍ଥିର…