ଭାରତ ଯୋଡ ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କଲା ରାଜ୍ୟ କଂଗ୍ରେସ
ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ । ଏଥିସହ ମିସ କଲ ଦେଇ ନ୍ୟାୟ ଯାତ୍ରାରେ ସାମିଲ ହେବା ପରେ ଲୋକଙ୍କୁ ଅପିଲ କରି କଂଗ୍ରେସ ଏକ ମୋବାଇଲ ନମ୍ବର ଜାରି କରିଛି । ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡ ନ୍ୟାୟ ଯାତ୍ରାରେ ସାମିଲ ହେବା ପାଇଁ…