ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍ପେଣ୍ଡ
ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସ୍ପେଣ୍ଡ ହୋଇଛନ୍ତି । ରାଜେଶଙ୍କ ସସ୍ପେଣ୍ଡ ନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ହୋଇଛି । ଭାରତୀୟ ପୋଲିସ ସେବା ଆଇନ୍ ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାପିଟାଲ ଥାନା ଅଞ୍ଚଳରେ ଗତ ୨୭ରେ ଘଟିଥିବା…