Browsing Tag

state government

କେନ୍ଦ୍ର କଲା ନିରାଶ, ୬୦ ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଦେବେ କ୍ଷତିପୂରଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ମୁକାବିଲାର ସ୍ଥିତି ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଗତ ୮ ମାସ ଭିତରେ ରାଜ୍ୟରେ ଯେଉଁ କୋଭିଡ ଯୋଦ୍ଧାମାନେ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଆସନ୍ତା ୩୧ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ସିନେମା ହଲ ଓ ସୁଇମିଂ ପୁଲ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆସନ୍ତା ୩୧ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ । ଆଜି କ୍ୟାବିନେଟରେ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ମାରାତ୍ମକ କରୋନା ଭୂତାଣୁର ବ୍ୟାପକ ସଂକ୍ରମଣ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାମାରୀ ଘୋଷଣା ପରେ ରାଜ୍ୟ…

୧୦ପ୍ରମୁଖ ସଚିବଙ୍କୁ ୧୦ ଜିଲ୍ଲାର ଦାୟିତ୍ୱ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୧୦ଜିଲ୍ଲାର ବିକାଶ ପାଇଁ ୧୦ପ୍ରମୁଖ ସଚିବଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ପ୍ରଦାନ କଲେ ରାଜ୍ୟ ସରକାର । ୧. କୃଷି ଉତ୍ପାଦନ କମିଶନର ପ୍ରଦୀପ କୁମାର ମହାପାତ୍ରଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ୨. ମହିଳା ଓ ଶିଶୁ ବିକାଶ ସଚିବ ଅନୁ ଗର୍ଗଙ୍କୁ…

ଐତିହ୍ୟ ନଗରୀ ହେବ ପୁରୀ, ଖର୍ଚ୍ଚ ହେବ ୫୦୦ କୋଟି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା ହୋଇଛି । ଶୁକ୍ରବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ଲାଗି…

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଦ୍ଧି କଲେ ରାଜ୍ୟ ସରକାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିବା ବେଳେ ରାଜ୍ୟ ସରକାର ମଧ୍ୟ ସରକାରୀ କର୍ମଚାରୀଙ୍କ ଦରମା ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଆଗାମୀ ସାଧାରଣ ର୍ନିବାଚନ ପୂର୍ବରୁ କର୍ମଚାରୀମାନଙ୍କୁ…

ଆଇ.ଏ.ଏସ. ସ୍ତରରେ ଅଦଳବଦଳ ନିର୍ବାଚନ ପ୍ରସ୍ତୁତି ର ସଂକେତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ନିର୍ବାଚନ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗତକାଲି ଆଇ.ଏ.ଏସ. ସ୍ତରରେ ଅଦଳବଦଳ କରିଛନ୍ତି ।୧୯୯୩ ବ୍ୟାଚ ଆଇଏଏସ ଅଶୋକ କୁମାର ମୀନା ଙ୍କୁ ଅର୍ଥ ବିଭାଗର ନୂଆ ପ୍ରମୁଖ ସଚିବ କରାଯାଇଥିବାବେଳେ ରାଜ୍ୟ ଅର୍ଥ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ତୁହିନକାନ୍ତ…

ବିଦେଶୀ ବାଣ ଉପରେ ଲାଗିଲା କଟକଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏ ବର୍ଷ ଦୀପବଳୀରେ ବାୟୁ ପ୍ରଦୂଷଣ କୁ କମ କରିବାକୁ ରାଜ୍ୟ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଲୋକମାନେ କିପରି ବାଣ କମ ଫୁଟାଇବେ ତାହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ବିଦେଶୀ ବାଣ କିଣା ଉପରେ କଟକଣା ଲାଗୁ କରିବା ପାଇଁ…