Browsing Tag

State government will bear all the expenditure

ଓଡିଶାକୁ ଫେରୁଥିବା ଶ୍ରମିକମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲକଡାଉନ କଟକଣା ପରେ ବିଭିନ୍ନ ରାଜ୍ୟରେ ଫଶି ରହିଥିବା ଶ୍ରମିକମାନେ ଓଡିଶା ଫେରିବେ ।  ତେବେ ସେମାନଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପଞ୍ଚାୟତିରାଜ ଓ ଗୃହ ନିର୍ମାଣ ବିଭାଗକୁ ଚିଠି ଲେଖିଛନ୍ତି…