ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ । ଡାକ୍ତରଙ୍କ ସମସ୍ତ ଚେଷ୍ଟା ବିଫଳ ହୋଇଛି । ୬୧ ବର୍ଷ ବୟସରେ ଏଏସଆଇ ଗୋପାଳ ଦାସଙ୍କ ଗୁଳି ମାଡ଼ରେ ତାଙ୍କର ଦେହାନ୍ତ ଘଟିଛି । ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ ହୋଇଥିଲା । ମାତ୍ର ଗୋପାଳ…