Browsing Tag

stay-indoors-from-7pm-to-7am

ଆଜିଠୁ ଟ୍ୱିନ ସିଟିରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଘରୁ ବାହାରିବା ମନା: କମିଶନର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ଏଣିକି ରାଜଧାନୀ ଭୁବନେଶ୍ୱର-କଟକରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଘରୁ ବାହାରିବା ମନା । ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏ ବାବଦରେ ସୂଚନା ଦେଇଛନ୍ତି । ଅତି ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ କମିଶନର ଅନୁରୋଧ କରିଛନ୍ତି । ଲକଡାଉନ ସ୍ଥିତି ଜାରି…