Browsing Tag

storm Asani

ଦୁର୍ବଳ ହେଲା ବାତ୍ୟା ଅସାନି: ଓଡ଼ିଶାରେ ପଡିନି ବିଶେଷ ପ୍ରଭାବ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ଅସାନି । ଆନ୍ଧ୍ର ଉପକୂଳରେ ବାତ୍ୟା ପହଞ୍ଚିବା ସହ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଛି । ଏବେ ଗଭୀତ ଅବପାତ ମଛଲିପାଟ୍ଟନମରୁ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି । ଆନ୍ଧ୍ର ଉପକୂଳର ମଛଲିପାଟନମ୍ ଓ ନରସପୁର…

ବିଶାଖାପାଟଣା ବିମାନବନ୍ଦରରୁ ସମସ୍ତ ଉଡ଼ାଣ ବାତିଲ

ବିଶାଖାପାଟଣା(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ଅସାନି ଯୋଗୁଁ ମଙ୍ଗଳବାର ବିଶାଖାପାଟଣା ବିମାନ ବନ୍ଦରରୁ ସମସ୍ତ ଉଡ଼ାଣକୁ ବନ୍ଦ କରିଦିଆଯାଇଛି । ବାତ୍ୟା ଆନ୍ଧ୍ରପ୍ରଦେଶର ନିକଟତର ହେଉଥିବା ଏବଂ ଭାରୀ ବର୍ଷା ଓ ପବନର ସମ୍ଭାବନା ଥିବାରୁ ବନ୍ଦର…

୧୩ରୁ ପାଗରେ ହୋଇପାରେ ପରିବର୍ତ୍ତନ!

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟା ‘ଅସାନି’କୁ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି । ଆସନ୍ତାକାଲି ଯାଏ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତାହା ସହ ସେ କହିଛନ୍ତି…

‘ଅସାନି’ ପ୍ରଭାବରେ ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ମାଲକାନଗିରିରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା କରିଛନ୍ତି ମାଲକାନଗିରିର ଜିଲ୍ଲାପାଳ। ବାତ୍ୟା "ଅସାନି" ଏବେ ଏହା ଆନ୍ଧ୍ର ଉପକୂଳ ମୁହାଁ ବର୍ତ୍ତମାନ ଏହା ଗୋପାଳପୁରଠୁ ଦକ୍ଷିଣ ଏବଂ ଦକ୍ଷିଣ-ପଶ୍ଚିମ…

ଦୁର୍ବଳ ହେଲା ‘ଅସାନି’, ବାତ୍ୟାରେ ପରିଣତ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆନ୍ଧ୍ର ଉପକୂଳ ମୁହାଁ ହେଉଛି ବାତ୍ୟା ଅସାନି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆଜି ଉପକୂଳ ଓଡ଼ିଶା କିଛି ଜିଲ୍ଲାରେ ବର୍ଷା ହେଉଛି । ଆଜି ପାଇଁ ୮ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା…

କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା ଅସାନି!

ଭୁବନେଶ୍ୱର : ସ୍ଥଳଭାଗ ମୁହାଁ ବାତ୍ୟା ଅସାନି। କାକିନାଡ଼ା ପାଖାପାଖି ସ୍ଥଳଭାଗ ଛୁଇଁପାରେ ବାତ୍ୟା। ସ୍ଥଳଭାଗ ଛୁଇଁବା ପରେ ପୁଣି ସମୁଦ୍ରକୁ ରିକର୍ଭ କରିପାରେ। ବାତ୍ୟା ଅସାନିକୁ ନେଇ ଏମିତି କିଛି ଆକଳନ କରିଛି ପାଣିପାଗ ବିଭାଗ। ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ 630 କିମି ଦୂରରେ…

ଭୀଷଣ ହେଉଛି ବାତ୍ୟା ‘ଅସାନି’

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ଭୀଷଣ ହେଉଛି ବାତ୍ୟା । ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଅସାନି । ଗୋପାଳପୁରଠାରୁ ୫୧୦, ପୁରୀରୁ ୫୯୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି ଓ ପୁରୀରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଆସନ୍ତାକାଲି…