Browsing Tag

storm

ଲ୍ୟାଣ୍ଡଫଲ୍ ବେଳକୁ ଦୁର୍ବଳ ହୋଇଥିବ ବାତ୍ୟା – ଶରତ ସାହୁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟା ସମ୍ପର୍କରେ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ସୂଚନା । ୧୦ ତାରିଖରେ ଉପକୂଳ ନିକଟ ହେଲା ପରେ ଦିଗ ବଦଳାଇପାରେ । ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ରହିଛି । ତେବେ ଲ୍ୟାଣ୍ଡଫଲ କଲା ବେଳକୁ ବାତ୍ୟା ଦୁର୍ବଳ…

ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଅବପାତ କାଲି ନେଇପାରେ ବାତ୍ୟାର ରୂପ । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ।…

ମୁତୟନ ହେବେ ଏନଡିଆରଏଫ ଏବଂ ଓଡ୍ରାଫ ଟିମ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସମ୍ଭାବନା ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଭାରତୀୟ ପାଣିପାଗ ବିଭାଗ ଅନୁସାରେ ବାତ୍ୟା ମେ’ ୧୦ରେ ଉପକୂଳ ଠାରୁ ୨୫୦ କିଲୋମିଟର ଦୂରରେ ଥିବ। ଭାରତୀୟ ପାଣିପାଗ ବିଭାଗର ଆକଳନ ଆସନ୍ତାକାଲି ଆଉ ଟିକେ ସ୍ପଷ୍ଟ…

8 ସନ୍ଧ୍ୟାରେ ବାତ୍ୟା: 10 ରେ 4 ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: 8 ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚଆର ବିଶ୍ୱାସଙ୍କ ପ୍ରେସମିଟ୍ । ପରବର୍ତ୍ତୀ ସମୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । 10 ତାରିଖରେ 4 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ।…

୮ରେ ବାତ୍ୟା, ୧୦ରେ ଛୁଇଁବ ଉପକୂଳ !

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହେବାର ସମ୍ଭାବନା ଦେଖାଦେଇଛି। ଲଘୁଚାପ କ୍ଷେତ୍ରଟି ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ । ଏହାପରେ ଅବପାତ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।…

ସମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ପ୍ରତି ଜିଲ୍ଲାର ହେଡ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

ଅଶାନ୍ତ ରହିବ ସମୁଦ୍ର, ପବନର ବେଗ ବଢିବ

ଭୁବନେଶ୍ୱର: ପାଖେଇ ଆସୁଛି ଆସାନି । ଅଶାନ୍ତ ହେଲାଣି ସମୁଦ୍ର । ଦକ୍ଷିଣ ଆଣ୍ଡାମାନ ସାଗରରେ ଏବଂ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପରେ ପରିଣତ ହେବ । ଆସନ୍ତା ୮ ତାରିଖ ସୁଦ୍ଧା ବାତ୍ୟାର ପ୍ରକୃତ ଚିତ୍ର ସାମ୍ନାକୁ ଆସିବ । ୮ ତାରିଖ ବେଳକୁ ପବନର ବେଗ…

ସ୍ପଷ୍ଟ ହୋଇନାହିଁ ବାତ୍ୟା ଚିତ୍ର: ଆଇଏମଡି ଡିଜି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟକୁ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଆସନ୍ତାକଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟା ହେବକି ନାହିଁ ସ୍ପଷ୍ଟ ଜଣାପଡ଼ିବ ବୋଲି କହିଛନ୍ତି ଆଇଏମଡି ଡିଜି । ବିଭାଗର ଆକଳନ…

ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ SRCଙ୍କ ଆଲୋଚନା

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ବି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍‌ସିଂରେ ଆଲୋଚନା କରିଛନ୍ତି SRC । ଭିସିରେ ପ୍ରସ୍ତୁତ କରାଯାଉଛି ଆକ୍ସନ ପ୍ଲାନ । ସମ୍ଭାବ୍ୟ ବାତ୍ୟା ନେଇ…