୨୭ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦାଖଲ କର
ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଦ୍ୱାରା ଜାରି ଏନ୍ଡିଆର୍ଏଫ୍/ଏସ୍ଡିଆର୍ଏଫ୍ର ମାର୍ଗଦର୍ଶିକା ଅନୁସାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସଲ କ୍ଷୟକ୍ଷତିର ତୁରନ୍ତ ଆକଳନ ଆରମ୍ଭ କର । ଚଳିତ ମାସ ୨୭ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦାଖଲ କରିବା ପାଇଁ କ୍ଷେତ୍ରାଧିକାରୀଙ୍କୁ ନିର୍ଦ୍ଦେଶ…