ହାତରେ ଏଭଳି ରେଖା ଥିଲେ ଜୀବନସାଥୀ ପାଇଁ ହୋଇଥାନ୍ତି ଲକି
ହସ୍ତରେଖା ଶାସ୍ତ୍ର ଏମିତି ଏକ ବିଦ୍ୟା ଯେଉଁଠି ବ୍ୟକ୍ତିର ହାତରେ ଥିବା ରେଖା ଓ ଚିହ୍ନକୁ ଦେଖି ତାର ଭଲ-ମନ୍ଦ, ଗୁଣ, ସ୍ୱଭାବ, ପସନ୍ଦ-ଅପସନ୍ଦ ଓ ଭବିଷ୍ୟତ ସମ୍ପର୍କରେ କୁହାଯାଇପାରେ । ହସ୍ତ ରେଖା ଶାସ୍ତ୍ର ଅନୁଯାୟୀ କିଛି ଏମିତି ଖାସ ରେଖା ଅଛି ଯାହା ବ୍ୟକ୍ତିକୁ ଶୁଭ ଓ ଅଶୁଭ ଫଳ ପ୍ରଦାନ…