ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଇରାକୀ ନାଗରିକଙ୍କ ସଫଳ ଅସ୍ତ୍ରୋପଚାର, ଚିକିତ୍ସା ପର୍ଯ୍ୟଟନକୁ ନେଇ ଓଡ଼ିଶାରେ ନୂଆ ଆଶାର…
ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍)ରେ ଏକ ବିରଳ ସ୍କଲବେସ୍ ବ୍ୟାଧିରେ ପୀଡ଼ିତ ଥିବା ଇରାକର ଜଣେ ନାଗରିକଙ୍କର ସଫଳତାର ସହ ଅସ୍ତ୍ରୋପଚାର କରାଯିବା ପରେ ସେ ସୁସ୍ଥତା ଲାଭ କରିଛନ୍ତି । ଉନ୍ନତମାନର ଚିକିତ୍ସା, ଅତ୍ୟାଧୁନିକ ମେଡିକାଲ୍ ଭିତ୍ତିଭୂମୀ, ସୁବିଧା ସୁଯୋଗ ଓ ପାରଦର୍ଶିତା ଯୋଗୁଁ…