ସମ୍ ଅଲ୍ଟିମେଟ ମେଡିକେୟାରକୁ ଏଚ୍ଏସିସିପି ପ୍ରମାଣପତ୍ର
ଭୁବନେଶ୍ୱର : ୱାନ୍ ଷ୍ଟପ୍, ନେକ୍ସଟ ଜେନେରେସନ୍ ମଲ୍ଟି ସ୍ପେଶିଆଲିଟି କ୍ୱାଟରନାରୀ କେୟାର ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାର ଚଳିତ ବର୍ଷର ୨୨୦୦୦ – ୨୦୧୮ ଆଇଏସ୍ଓ ହାଜାର୍ଡ ଆନାଲିସିସ୍ କ୍ରିଟିକାଲ୍ କଂଟ୍ରୋଲ୍ ପଏଂଟ (ଏଚ୍ଏସିସିପି)ର ପ୍ରମାଣପତ୍ର ମିଳିବାର ସଫଳତା ହାସଲ କରିଛି ।…