Browsing Tag

sum Hospital

ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଶେଷଜ୍ଞ ଇଣ୍ଡିଆନ ଏକାଡେମୀ ଅଫ୍ ପେଡିଆଟ୍ରିକ୍ସ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର : ସମ୍ ହସ୍ପିଟାଲ୍ର ଶିଶୁରୋଗ ବିଶେଷଜ୍ଞ ଇଣ୍ଡିଆନ ଏକାଡେମୀ ଅଫ୍ ପେଡିଆଟ୍ରିକ୍ସ ସମ୍ମାନରେ ସମ୍ମାନିତ । ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ତଥା ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶିଶୁ ରୋଗ ବିଭାଗର ପ୍ରଫେସର ଡାକ୍ତର ମୃତ୍ୟୁଞ୍ଜୟ ଦାଶଙ୍କୁ ନୋଏଡା ଠାରେ ଅନୁଷ୍ଠିତ ୫୯ ତମ ଜାତୀୟ…

ସମ୍ ଅଲ୍ଟିମେଟରେ ଅତ୍ୟାଧୁନିକ ଇୟୁଏସ୍ ଅସ୍ତ୍ରୋପଚାର

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ ଅଲ୍ଟିମେଟ୍ ମେଡିକେୟାରର ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ବିଭାଗର ଡାକ୍ତରମାନେ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଅଲ୍‌ଟ୍ରାସାଉଣ୍ଡ (ଇୟୁଏସ୍‌) ବ୍ୟବହାର କରି ସଫଳତାର ସହ ଜଣେ ୨୭ ବର୍ଷୀୟ ରୋଗୀଙ୍କ ପାଚନ ଗ୍ରନ୍ଥିରେ ଜମା ହୋଇଥିବା ତରଳ ପଦାର୍ଥ ବାହାର…

ସମ୍ ରେ ଛ’ମାସ ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲ୍ରେ ମାତ୍ର ୬ ମାସ ଶିଶୁର ଶରୀରରେ ଥିବା ଜଟିଳ ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଂଚଳର ସୁବାଷ ଚନ୍ଦ୍ର ବେହେରାଙ୍କ ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲ୍ମୁନାରୀ ଭାଲ୍ଭ ଷ୍ଟେନୋସିସ୍ ପୀଡିତ ଥିବା ବେଳେ…

ସମ୍ କୋଭିଡ୍ ଯୋଦ୍ଧା କମଳିନୀ ମଲ୍ଲିକ୍‌ଙ୍କୁ କଳିଙ୍ଗ ବିରାଙ୍ଗନା ସମ୍ମାନ ପ୍ରଦାନ ସେବା ପ୍ରୟାସ ଫାଉଣ୍ଡେସନ୍ ପକ୍ଷରୁ…

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ କୋଭିଡ୍ ହସ୍ପିଟାଲ୍‌ର କୋଭିଡ୍ ଯୋଦ୍ଧା ଶ୍ରୀମତି କମଳିନୀ ମଲ୍ଲିକଙ୍କୁ “କଳିଙ୍ଗ ବିରାଙ୍ଗନା” ସମ୍ମାନରେ ସମ୍ମାନିତ କରାଯାଇଛି । ସେବା ପ୍ରୟାସ ଫାଉଣ୍ଡେସନ୍ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଓ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା…

ସୁସ୍ଥ ଜୀବନଶୈଳୀ ଓ ଯୋଗାଭ୍ୟାସ ଦ୍ୱାରା କିଡ୍‌ନୀ ସମସ୍ୟା ଦୂର କରିହେବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଡ୍‌ନୀ ଜନିତ ରୋଗ ବର୍ତମାନ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି । ଏହା ଦ୍ୱାରା ଜୀବନଶୈଳୀ ଉପରେ ଅନେକ ପ୍ରଭାବ ପଡୁଛି । ତେଣୁ ସୁସ୍ଥ ଜୀବନଶୈଳୀ ଏବଂ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଦ୍ୱାରା ଏହି ରୋଗକୁ ଦୂର କରିହେବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି ।…

ସମ୍ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପଚାର : ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର

ଭୁବନେଶ୍ୱର, ୨୦/୦୧ : ଜଣେ ମହିଳାଙ୍କ ପେଟରୁ ୧୦.୫ କେଜି ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ସର୍ଜନ । କଳାହାଣ୍ଡି ଅଂଚଳର ୫୦ ବର୍ଷିୀୟା ମହିଳାଙ୍କ ପେଟରେ ଏହି ଟ୍ୟୁମର ସୃଷ୍ଟି ହୋଇଥିବା ବେଳେ ସଫଳତାର ସହ ଏହାକୁ ବାହାର କରିପାରିଛନ୍ତି ଶିକ୍ଷା ଓ…

ସମ୍ ହସ୍ପିଟାଲ ଆଇସିଏମ୍‌ଆର କ୍ଲିନିକାଲ୍ ଟ୍ରାଏଲ୍ କେନ୍ଦ୍ର ଭାବେ ମନୋନୀତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲକୁ ଇଣ୍ଡିଆନ୍ କାଉନ୍‌ସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଦ୍ଵାରା ପୂର୍ବ ଭାରତରେ ଆଇସିଏମ୍‌ଆର୍ କ୍ଲିନିକାଲ୍ ଟ୍ରାଏଲ୍ ସେଂଟର୍ ଭାବେ ଚୟନ କରାଯାଇଛି । ଶିକ୍ଷା ଓ ଅନୁସନ୍ଧାନ…

ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଲେ ୯୬ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର, ୨୮/୧୨: କୋଭିଡର ନୂଆ ଭାରିଆଂଟ ଓମିକ୍ରନ୍ ସଂକ୍ରମଣର ଭୟ ଏବଂ ତୃତୀୟ ଲହରର ଆଶଙ୍କା ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ଆସିଛି ଆସ୍ୱସ୍ତିକର ଖବର । କୋଭିଡ ସଂକ୍ରମିତ ୯୬ ବର୍ଷୀୟ ଜଣେ ବୃଦ୍ଧ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଭୁବନେଶ୍ୱର ଉପକଣ୍ଠ ଡୁମ୍‌ଡୁମା…

ସମ୍‌ରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର ୨୨।୧୨: ଜନ୍ମରୁ ଜଟିଳ ହୃଦରୋଗରେ ପୀଡିତ ଥିବା ମହିଳାଙ୍କର ଅସ୍ତ୍ରୋପଚାର କରି ତାକୁ ସୁସ୍ଥ କରିବାରେ ସଫଳ ହୋଇ ପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର । ଜଟିଳ ହୃଦରୋଗ କୋଆର୍କଟେସନ ଅଫ ଆଓର୍ଟା ଭଳି ସମସ୍ୟାରେ ପୀଡିତ ଥିବା ଯାଜପୁର ଅଂଚଳର ୩୪ ବର୍ଷିୟା ଏହି ମହିଳାଙ୍କର ବିରଳ…

ସମ୍‌ ହସ୍ପିଟାଲ୍‌ ଫିଜିଓଥେରାପି ବିଭାଗର ମୁଖ୍ୟଙ୍କୁ “ଦ ଫିଜିଓ ଲିଜେଣ୍ଡ ଆୱାର୍ଡ – ସିକନ୍ଦର ଅଫ୍‌ ଫିଜିଓ” ସମ୍ମାନ

ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ସ୍ଥିତିପ୍ରଜ୍ଞା ଦଳବେହେରାଙ୍କୁ “ଦ ଫିଜିଓ ଲିଜେଣ୍ଡ ଆୱାର୍ଡ – ସିକନ୍ଦର ଅଫ୍‌ ଫିଜିଓ” ସମ୍ମାନରେ ସମ୍ମାନିତ କରାଯାଇଛି । ସ୍ପୋର୍ଟସ କନେକ୍ଟ ପକ୍ଷରୁ ଅମୃତସର ଠାରେ ଆୟୋଜିତ…