Browsing Tag

sum Hospital

ସମ୍ ଡାକ୍ତରଙ୍କ ଆତ୍ମହତ୍ୟା ବିରୋଧୀ ସଚେତନତା ଯାତ୍ରା

ଭୁବନେଶ୍ୱର : ଆତ୍ମହତ୍ୟା ଏକ ଅନାବଶ୍ୟକ ଚିନ୍ତା । ଜୀବନର ମୂଲ୍ୟ ବୁଝିବାକୁ ଅସମର୍ଥ ହୋଇ କେହି କେହି ଏପ୍ରକାର ଭୁଲ୍ ନିଷ୍ପତି ନିଅନ୍ତି । ମାତ୍ର ସମାଜ ଆତ୍ମହତ୍ୟାକୁ ପ୍ରତିରୋଧ କରେ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର୧୦ ତାରିଖ କୁ ବିଶ୍ୱ ଆତ୍ମହତ୍ୟା ନିବାରଣ…

ଡାକ୍ତରଙ୍କ ଆପ୍ରାଣ ଉଦ୍ୟମରେ ସୁସ୍ଥ ହେଲେ ଗୁରୁତର କୋଭିଡ୍‌ ଆକ୍ରାନ୍ତ

ଭୁବନେଶ୍ୱର ୦୪/୦୯ : ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଡାକ୍ତର ଓ ଅନ୍ୟ ସହଯୋଗୀ ଷ୍ଟାଫ୍‌ମାନଙ୍କର ଅବିରତ ପ୍ରଚେଷ୍ଟା ଫଳରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଜଣେ କୋଭିଡ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସଂକ୍ରମିତ ଜଣଙ୍କର…

ପଞ୍ଜାବ ନ୍ୟାସ୍‌ନାଲ ବ୍ୟାଙ୍କ ପକ୍ଷରୁ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ସହାୟତା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ ମହାମାରୀ ସମୟରେ ସତର୍କତା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ସହାୟତାର ହାତ ବଢ଼ାଇଛି ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଚିକିତ୍ସା ପାଇବା…

ସମ୍‌ରେ କୋଭିଡ୍‌ରୁ ସୁସ୍ଥ ହେଲେ ୯୪ ବର୍ଷୀୟ ବୃଦ୍ଧ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ କୋଭିଡ୍ ହସ୍ପିଟାଲ୍‌ରେ କୋଭିଡ୍‌-୧୯କୁ ପୁଣି ପରାସ୍ତ କଲେ ଜଣେ ବୟୋଜ୍ୟେଷ୍ଠ । ପୁରୀ ଅଂଚଳର ୯୪ ବର୍ଷୀୟ ବୃଦ୍ଧ ସୁରଥ ରାଉତରାୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋଭିଡ୍ ସଂକ୍ରମିତ ହେବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସମ୍ କୋଭିଡ୍…

ସମ ହସ୍ପିଟାଲରେ କର୍କଟ ରୋଗରେ ପୀଡିତ ଶିଶୁଙ୍କ ସମସ୍ତ ଚିକିତ୍ସା ଉପଲବ୍ଧ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାତୀୟ କ୍ୟାନ୍ସର ସରଭାଇଭର ଦିବସ ବା National cancer Survivor Day ପ୍ରତିବର୍ଷ ଜୁନ ମାସ ପ୍ରଥମ ରବିବାର ପାଳନ କରାଯାଏ। ଏହି ଦିବସ ଦର୍ଶାଇଥାଏ ଯେ “କର୍କଟ ରୋଗ ଚିହ୍ନଟ ପରେ ମଧ୍ୟ ଜୀବନର ବାସ୍ତବତା ରହିଥାଏ”। National Cancer Survivors Day ଫାଉଣ୍ଡେସନ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ…

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭରସିଟି ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ନିୟମିତ ଭାବେ ଲିଭର ପ୍ରତ୍ୟାରୋପଣ ନେଇ…

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ। ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ…

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନ ଟୀକାର ଦ୍ଵିତୀୟ ପର୍ଯ୍ୟାୟ ପରୀକ୍ଷଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭାରତର ନିଜସ୍ୱ କୋଭିଡ-୧୯ ଟୀକା କୋଭାକସିନର ଦ୍ଵିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବଶୀଘ୍ର ସମ ହସ୍ପିଟାଲରେ ଆରମ୍ଭ ହେବ। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲରେ ଏ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି।…

ସମ ହସ୍ପିଟାଲ ବିରୋଧରେ ଆଣିଥିବା ଅଭିଯୋଗକୁ ନେଇ ଦୁଃଖ ପ୍ରକାଶ କଲେ ସୁର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ମହାମାରୀକୁ ଦୃଢତାର ସହ ରାଜ୍ୟ ସରକାର ମୁକାବିଲା କରୁଛନ୍ତି।ଏଥିରେ ବିଭିନ୍ନ ଘରୋଇ ହସ୍ପିଟାଲ ମଧ୍ୟ ବେଶ ସହଯୋଗ କରୁଛନ୍ତି । ବିଶେଷ କରି ସମ ହସ୍ପିଟାଲ  କରୋନା  ମୁକାବିଲା ରେ ପ୍ରମୁଖ ଭୂମି‌କା ନେଇଛି। ଭୁବନେଶ୍ୱର ୫୨୫ ଶର୍ଯ୍ୟା, କେନ୍ଦ୍ରପଡ଼ା ୧୭୦…

ସମ୍ ଅଲ୍ଟିମେଟ ମେଡିକେୟାରରେ ସ୍କଲ ବେସ୍ ସର୍ଜରୀ ବିଶେଷଜ୍ଞଙ୍କ ବିରଳ ଅସ୍ତ୍ରୋପଚାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଜଣେ ବୟସ୍କ ମହିଳାଙ୍କର ମସ୍ତିଷ୍କର କ୍ରାନିଆଲ୍ ବେସ୍‌ରେ ସୃଷ୍ଟି ହୋଇଥିବା ଟ୍ୟୁମର୍‌କୁ ବିରଳ ମିନିମାଲ୍ ଇନ୍‌ଭେସିଭ୍ ପ୍ରୋସିଡ୍ୟୁର୍ ମାଧ୍ୟମରେ କାଢ଼ି ବାହାର କରିବାରେ ସଫଳ ହୋଇଛନ୍ତି ସମ୍‌ ଅଲ୍ଟିମେଟ୍ ମେଡିକେୟାରର ସ୍କଲ ବେସ୍ ସର୍ଜରୀ ବିଶେଷଜ୍ଞ ।ହସ୍ପିଟାଲର…