ସମ୍ ହସ୍ପିଟାଲ୍ର ୫ଟି ବିଭାଗ ଏକ ନମ୍ବର : ଟାଇମ୍ସ ସର୍ଭେ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ୫ଟି ବିଭାଗ ଟାଇମ୍ସ ହେଲ୍ଥ ସର୍ଭେରେ ସ୍ଥାନୀୟ ଭାବେ ଏକ ନମ୍ବର ସ୍ଥାନ ହାସଲ କରିଛି । ଏହି ସର୍ଭେ ଅନୁଯାୟୀ…