ସିଆଲୋଏଣ୍ଡୋସ୍କୋପି ମାଧ୍ୟମରେ ଲାଳଗ୍ରନ୍ଥିରେ ଥିବା ବ୍ୟାଧିର ଚିକିତ୍ସା କଲେ ସମ୍ମମ୍ ସର୍ଜନ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅତ୍ୟାଧୁନିକ ଚିକିତ୍ସା ପଦ୍ଧତି ସିଆଲୋଏଣ୍ଡୋସ୍କୋପି ଯାହାକି ଏକ ମିନିମାଲି ଇନ୍ଭାସିଭ ପ୍ରକ୍ରିୟା ତାହା ମାଧ୍ୟମରେ ଜଣେ ଯୁବକଙ୍କର ଲାଳଗ୍ରନ୍ଥିରେ ସମସ୍ୟାର ପରୀକ୍ଷଣ ଓ ଚିକିତ୍ସା କରି ତାଙ୍କର ସବ୍ମାଣ୍ଡିବୁଲାର ଡକ୍ଟରୁ୨୭ଟି ପଥର କାଢ଼ିବାରେ ସଫଳ…