Browsing Tag

Suna besha

ସୁନାରେ ଝଟକୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ସୁନାରେ ଝଟକିଲେ ମହାବାହୁ । ରଥ ଉପରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ଦିବ୍ୟ ସୁନାବେଶରେ ଦେଇଛନ୍ତି ଦର୍ଶନ । ଆଉ ତିନିଠାକୁରଙ୍କ ଏହି ସୁନାବେଶକୁ ଦେଖିବାକୁ ଲୋକାରଣ୍ୟ ହୋଇପଡିଛି ଶ୍ରୀକ୍ଷେତ୍ର । ତେବେ ରଥଯାତ୍ରାର ପର୍ବ ଭିତରେ ଶ୍ରୀଜିଉଙ୍କ ସୁନାବେଶ ଏକ ଅଲୌକିକ ପର୍ବ ।…