ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ମନା କଲେ ସୁପ୍ରିମକୋର୍ଟ
ସମଲିଙ୍ଗୀ ଯୋଡିକୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଝଟ୍କା। ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ମନା କରିଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି। ସମଲିଙ୍ଗୀ ବିବାହ ଏକ ମୌଳିକ ଅଧିକାର ନୁହେଁ। ଆଇନରେ…