ବିଧାନସଭାରେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ହାଉସରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଅସୁସ୍ଥ । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି । ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ…