Browsing Tag

Tata Steel Mining’s Sukanda Chromite Mine Hosts Inter-State Cricket Match for the Blind

ଟାଟା ଷ୍ଟିଲ ମାଇନିଂର ସୁକିନ୍ଦା କ୍ରୋମାଇଟ୍ ଖଣିରେ ଦୃଷ୍ଟିହୀନଙ୍କ ପାଇଁ ଆନ୍ତଃ-ରାଜ୍ୟ କ୍ରିକେଟ୍ ମ୍ୟାଚ୍ ଆୟୋଜିତ

ସୁକିନ୍ଦା(ଓଡିଶା ଫାଷ୍ଟ): ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଟାଟା ଷ୍ଟିଲ ଫାଉଣ୍ଡେସନ୍ (ଟିଏସ୍‌ଏଫ୍‌) ସହଭାଗିତାରେ ବୁଧବାର ଦିନ ଓଡ଼ିଶା ଏକାଦଶ ଓ ଝାଡ଼ଖଣ୍ଡ ଏକାଦଶ ମଧ୍ୟରେ ଦୃଷ୍ଟିହୀନଙ୍କ ନିମନ୍ତେ ସବଳ ଆନ୍ତଃ ରାଜ୍ୟ କ୍ରିକେଟ୍ କପ୍ ଆୟୋଜିତ ହୋଇଯାଇଛି ।…