୨ ଓଡ଼ିଆ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ବି ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ଭଦ୍ରକର ଅଶୋକ କୁମାର ଶତପଥୀ ଓ ଗଞ୍ଜାମର ଅଜିତ କୁମାର ସେଠୀଙ୍କୁ ସମ୍ମାନିତ…