Browsing Tag

technical school

ମେ ୨ ତାରିଖ ଯାଏଁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ୨୮ ଏପ୍ରିଲ୍‌ରୁ ମେ ୨ ତାରିଖ ଯାଏଁ ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ନେଇ ଘୋଷଣା ହୋଇଛି । କ୍ଲାସ୍‌ ବନ୍ଦ ରହିଥିଲେ ମଧ୍ୟ ଏହି ସମୟ ମଧ୍ୟରେ ହେବାକୁ ଥିବା…