Browsing Tag

temperature

କାଳବୈଶାଖୀ : ୪ ଦିନ ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଗାମୀ ୪ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗତକାଲି ରାଜ୍ୟର ତାପମାତ୍ରା ଅପେକ୍ଷାକୃତ କମ୍ ରହିଥିଲା । ମାତ୍ର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା…

ହିଟ୍‌ ୱେଭ୍ ଜାରି : ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବୁଧବାର ଭଳି ଗୁରୁବାର ମଧ୍ୟ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଉପକୂଳରେ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ୪୫.୩ ଡିଗ୍ରୀ ତାପାମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠାରୁ…

ଗ୍ରୀଷ୍ମ ପ୍ରବାହ : ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର-ପଶ୍ଚିମ/ପଶ୍ଚିମ ଦିଗରୁ ଆସୁଥିବା ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାର ୭ଟି ସହରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି। ପାଣିପାଗ କେନ୍ଦ୍ରର ସୂଚନା…

ଆଜିଠୁ ପଶ୍ଚିମ ଓଡ଼ିଶାକୁ ତିନି ଦିନ ଯାଏ ହିଟ୍‌ୱେଭ୍ ଆଲର୍ଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ଦିନର ତାପମାତ୍ରା । ତିନି ଦିନ ଯାଏ ନିସ୍ତାର ନାହିଁ । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାକୁ ହିଟ୍ୱେଭ୍ ଆଲର୍ଟ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗର ଓ…

ଦୁର୍ବଳ ମୌସୁମୀ: ପଶ୍ଚିମ ଓ ଉପକୂଳରେ ଅସହ୍ୟ ତାତି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): କେରଳ ଛୁଇଁବା ପରେ ଦୁର୍ବଳ ମୌସୁମୀ। ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଅସହ୍ୟ ତାତି। ଓଡ଼ିଶା ପାଇଁ ପାଗ ଅନୁକୂଳ ହେଉନାହିଁ। ଫଳରେ ତାତିରୁ ନିସ୍ତାର ମିଳୁନି। ଆସନ୍ତା ୩ ଦିନ ଯାଏ ଆହୁରି ଜାରି ରହିବ ଅସହ୍ୟ ତାତି। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ…

ପଶ୍ଚିମ ଓଡିଶାର ଖସୁନି ପାରଦ : 13ଟି ସହରର ତାପମାତ୍ରା 40ଡିଗ୍ରୀ ଉପରେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡିଶାର ଖସୁନି ପାରଦ, ଅସହ୍ୟ ତାତିରେ ଭାଜି ହେଉଛନ୍ତି ପଶ୍ଚିମ ଓଡିଶାବାସୀ। ରବିବାର ପଶ୍ଚିମ ଓଡିଶାର ସମସ୍ତ ସହରରେ ତାପମାତ୍ରା 40ଡିଗ୍ରୀ ଉପରେ ରେର୍କଡ କରାଯାଇଛି। ଟିଟିଲାଗଡ ସହର 44.6 ଡିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ମୌସୁମୀ ପୂର୍ବରୁ ତାତି ଜୀବନକୁ ଅସ୍ତବ୍ୟସ୍ତ କରୁଛି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ ପାରଦ ଉପରମୁହାଁ। କେତେକ ସ୍ଥାନରେ ଝଡ ବର୍ଷା ଦେଖିବାକୁ ମିଳୁଥିବା ବେଳେ ଅନେକ ସ୍ଥାନରେ ମୌସୁମୀ ଆଗମନ ପୂର୍ବରୁ ଅସହ୍ୟ ତାତି ଜନ ଜୀବନକୁ ଅସ୍ତବ୍ୟସ୍ତ କରୁଛି। କେତେକ ସହରରେ ତାପମାତ୍ରା ୪୪ଡିଗ୍ରୀ ଉପରେ ରହିଛି। ଶୁକ୍ରବାର…

୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଜି ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର,…

ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଢିବ ଦିନ ତାପମାତ୍ରା। ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା ସୂଚନା…

ଆଗାମୀ ୩ ଦିନ ଯାଏଁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆଗାମୀ ୩ଦିନ ଯାଏ 3ରୁ 4ଡିଗ୍ରୀ ଯାଏ ବୃଦ୍ଧି ପାଇବ ତାପମାତ୍ରା। ବିଶେଷକରି ପଶ୍ଚିମ ଓଡିଶାର 10ଟି ସହରରେ ପାରଦ 40ଡିଗ୍ରୀ ଟପିଥିବା ବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା 43ଡିଗ୍ରୀ ରେର୍କଡ କରାଯାଇଛି। ସେହିପରି ସୁବର୍ଣ୍ଣପୁରରେ 42.8,…