Browsing Tag

the accused arrested from Gujurat

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗୁଜରାଟରୁ ଗିରଫ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ରାପଡ଼ା ଲୋକସଭା ଆସନର ବିଜେଡି ପ୍ରାର୍ଥୀ ତଥା ଚଳଚ୍ଚିତ୍ର ଅଭିନେତା ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଆଜି ଗିରଫ ହୋଇଛନ୍ତି । ପୋଲିସ ସ୍ପେଶାଲ୍‌ ସ୍କ୍ୱାଡ୍ ଗୁଜରାଟରୁ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି । ସେ କଟକ ଝାଞ୍ଜିରୀମଙ୍ଗଳା ଅଞ୍ଚଳରେ…