୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଗୋଟିଏ ଲଘୁଚାପ ସକ୍ରିୟ ରହିଛି, ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି । ଏବେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପା ଏହାର ପ୍ରଭାବରେ…