ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିବ ବିଜେଡି
ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିସାରିଛି । ଏନଡିଏ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ଉପରାଷ୍ଟ୍ରପତି ପାର୍ଥୀ ଘୋଷଣା କରାଯାଇଛି ।
ଏହି ପରିପ୍ରେକ୍ଷୀରେ ରବିବାର ବିଜେଡି ମଧ୍ୟ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ…