ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି…