ଦୃଷ୍ଟିହୀନ ଓ ଶ୍ରୁତିବାଧିତ ଧନ୍ଦାମୂଳକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି । ଏହାଦ୍ଵାରା ରାଜ୍ୟର ବିଭିନ୍ନ…