Browsing Tag

The Chief Minister increased the ex-gratia amount for the victims of human-wildlife conflict

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ କ୍ଷତି ନୁହେଁ, ବରଂ…