୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
5T ଉପକ୍ରମରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଉପଭୋକ୍ତାମାନେ ସେମାନଙ୍କ ଖୁସି ବ୍ୟକ୍ତ କରି କହିଲେ ଯେ ପାଣି ପାଇଁ ଘଣ୍ଟା ଘଣ୍ଟା ଧରି ଧାଡି ବାନ୍ଧି ଅପେକ୍ଷା କରିବା, ପାଣିକୁ ସାଇତି ରଖିବା…